Tuesday , December 7 2021
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା, ୨୨/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ବ୍ଲକ୍ ରେ ଜଣେ,ଡ଼େରାବିଶି ବ୍ଲକ୍ ରେ ୪ଜଣ, ଗରଦପୁର ବ୍ଲକ୍ ରେ ୫ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୨ଜଣ, ମହାକାଳପଡ଼ା ବ୍ଲକ୍ ରେ ୪ଜଣ, ମାର୍ଶାଘାଇ ବ୍ଲକ୍ ରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୩ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ଜଣେ ଏହିପରି ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

୧୨ ରେ କଟକ ଆସିଵେ ମୂଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ, ଵିଏସକେୱ।ଇ ର କରିଵେ ଶୁଭାରମ୍ଭ

କଟକ ସଦର, ୦୪/୧୨/୨୦୨୧ (ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ଲୋକଙ୍କୁ ମାଗଣାରେ ଉନ୍ନତ ମାନର ସ୍ୱ।ସ୍ଥ୍ୟ ସେଵା ଯୋଗାଇ ଦେବାକୁ …

Leave a Reply

Your email address will not be published. Required fields are marked *