Friday , December 3 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା, ୨୩/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ ଚିହ୍ନଟ ହୋଇଥିବାବେଳେ ମହାକାଳପଡ଼ା ବ୍ଲକ୍ ରେ ୨ଜଣ , କେନ୍ଦ୍ରାପଡ଼ା ବ୍ଲକ୍ ରେ ୫ ଜଣ, ମାର୍ଶାଘାଇ ବ୍ଲକ୍ ରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ ଓ କେନ୍ଦ୍ରାପଡ଼ା ମୁ୍ୟନିସିପାଲିଟିରେ ୫ ଜଣ ଏହିପରି ଜିଲାରେ ମୋଟ ୧୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଢ଼େଙ୍କାନାଳର ଏକ ଆବାସିକ କଲେଜରେ ୩୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ – କଣ୍ଟେନମେଣ୍ଟ ଜୋନ ଘୋଷଣା

ଢ଼େଙ୍କାନାଳ,୦୧/୧୨/୨୦୨୧(ଓଡ଼ିଶା ସମାଚାର)-ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର …

Leave a Reply

Your email address will not be published. Required fields are marked *