Tuesday , March 28 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା,୨୭/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଡ଼େରାବିଶି ବ୍ଲକ୍ ରେ ୪ ଜଣ ,ଗରଦପୁର ବ୍ଲକ୍ ରେ ୨ ଜଣ ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୫ ଜଣ , ମହାକାଳପଡ଼ା ବ୍ଲକ୍ ରେ ୨ ଜଣ ,ମାର୍ଶାଘାଇ ବ୍ଲକ୍ ରେ ୩ ଜଣ , ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ ଓ କେନ୍ଦ୍ରାପଡ଼ା ମୁନିସିପାଲିଟି ରେ ୨ ଜଣ ଏହିପରି ମୋଟ୍ ୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.