Wednesday , December 8 2021
Home / ବିଶେଷ / ରାଜ୍ୟ କ୍ୟାବିନେଟ ବୈଠକ ଆଜି

ରାଜ୍ୟ କ୍ୟାବିନେଟ ବୈଠକ ଆଜି

ଭୁବନେଶ୍ୱର,୨୭/୦୮/୨୦୨୧(ଓଡ଼ିଶା ସମାଚାର)- ଗୁରୁବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ ଲୋକସେବା ଭବନରେ ଅନୁଷ୍ଠିତ ହେବ । ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଏହି ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାରେ ସଂରକ୍ଷଣ ନେଇ କେତେକ ସଂଶୋଧନ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଓଡ଼ିଶା ସମାଚାର

About admin

Check Also

ସାଲେପୁର ରେ ଡ୍ରାଇଭର ମହାସଂଘ ର ବୈଠକ

ସାଲେପୁର,୦୭/୧୨/୨୦୨୧(ଓଡିଶା ସମାଚାର/ ଅଭୟ ଜେନା )-ଓଡିଶା ଡ୍ରାଇଭର ମହାସଂଘ ଓ ସାଲେପୁର ଡ୍ରାଇଭର ସଂଘ ପକ୍ଷରୁ ଆଜି ବ୍ଲକ ଆଡିମିନ …

Leave a Reply

Your email address will not be published. Required fields are marked *