ଭୁବନେଶ୍ୱର,୨୭/୦୮/୨୦୨୧(ଓଡ଼ିଶା ସମାଚାର)- ଗୁରୁବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ ଲୋକସେବା ଭବନରେ ଅନୁଷ୍ଠିତ ହେବ । ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ଏହି ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାରେ ସଂରକ୍ଷଣ ନେଇ କେତେକ ସଂଶୋଧନ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଓଡ଼ିଶା ସମାଚାର