Saturday , December 10 2022
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା,୨୯/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୨ ଜଣ , ଡ଼େରାବିଶି ବ୍ଲକ୍ ରେ ଜଣେ , କେନ୍ଦ୍ରାପଡ଼ା ବ୍ଲକ୍ ରେ ୫ ଜଣ , ମହାକାଳପଡ଼ା ବ୍ଲକ୍ ରେ ୨ ଜଣ , ମାର୍ଶାଘାଇ ବ୍ଲକ୍ ରେ ୫ ଜଣ , ପଟ୍ଟମେୁଣ୍ଡାଇ ବ୍ଲକ୍ ରେ ୩ ଜଣ ଓ କେନ୍ଦ୍ରପେଡ଼ା ମୁନିସିପାଲିଟି ରେ ୯ ଜଣ ଏହିପରି ମୋଟ୍ ୨୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.