Sunday , October 1 2023
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା, ୩୦/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ ଗରଦପୁର ବ୍ଲକ୍ ରେ ଜଣେ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୯ ଜଣ,ମହାକାଳପଡ଼ା ବ୍ଲକ୍ ରେ ଜଣେ,ମାର୍ଶାଘାଇ ବ୍ଲକ୍ ରେ ୨ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ ଜଣ,ରାଜକନିକା ବ୍ଲକ୍ ରେ ଜଣେ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଏହିପରି ମୋଟ୍ ୧୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *