Saturday , April 1 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୧/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ,ଡ଼େରାବିଶ ବ୍ଲକ୍ ରେ ୪ଜଣ,ଗରଦପୁର ବ୍ଲକ୍ ରେ ୩ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୮ଜଣ ,ମହାକାଳପଡ଼ା ବ୍ଲକ୍ ରେ ୫ଜଣ ,ମାର୍ଶାଘାଇ ବ୍ଲକ୍ ରେ ଜଣେ , ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୫ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ଜଣେ ଏହିପରି ମୋଟ ୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.