Sunday , November 28 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୯କରୋନା ପଜିଟିଭ ଚିହ୍ନଟ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୯କରୋନା ପଜିଟିଭ ଚିହ୍ନଟ

କେନ୍ଦ୍ରାପଡ଼ା,୦୪/୦୯/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୯ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୩ଜଣ, ମହାକାଳପଡା ବ୍ଲକରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ  ଜଣେ, ରାଜନଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୌରାଂଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୭ ଜଣ ଶିଶୁ ସଂକ୍ରମିତ , ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୨୫/୧୧/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *