କେନ୍ଦ୍ରାପଡ଼ା,୦୪/୦୯/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୯ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୩ଜଣ, ମହାକାଳପଡା ବ୍ଲକରେ ୨ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜନଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୌରାଂଚଳରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର