Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩୩କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩୩କରୋନା ପଜିଟିଭ

 

କେନ୍ଦ୍ରାପଡ଼ା,୦୫/୦୯/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୩୩ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ, ଗରଦପୁର ବ୍ଲକରେ ୫ଜଣ, କେନ୍ଦ୍ରାପଡା ବ୍ଲକରେ ୬ଜଣ, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ୨ଜଣ,  ପଟ୍ଟାମୁଣ୍ଡାଇ ବ୍ଲକରେ  ୯ଜଣ, ରାଜକନିକା ବ୍ଲକରେ ୩ଜଣ ଓ କେନ୍ଦ୍ରାପଡା ପୌରାଂଚଳରେ ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *