Tuesday , October 3 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୬/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୪ ଜଣ,ମହାକାଳପଡ଼ା,ମାର୍ଶାଘାଇ, ପଟ୍ଟାମୁଣ୍ଡାଇ ଓ ରାଜକନିକା ବ୍ଲକ୍ ରେ ଜଣେଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ମୁ୍ୟନିସିପାଲିଟି ରେ ୪ ଜଣ ଏହିପରି ଜିଲାରେ ମୋଟ୍ ୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *