Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା,୦୮/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି,ଡ଼େରାବିଶି, ଗରଦପୁର,ମହାକାଳପଡ଼ା,ପଟ୍ଟାମୁଣ୍ଡାଇ  ଓ କେନ୍ଦ୍ରାପଡ଼ା ମୁ୍ୟନିସିପାଲିଟିରେ ଜଣେ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିଲାବେଳେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୨ ଜଣ ଓ ମାର୍ଶାଘାଇ ବ୍ଲକ୍ ରେ ୩ ଜଣ ଏହିପରି ଜିଲାରେ ମୋଟ୍ ୨୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *