Tuesday , September 28 2021
Breaking News
Home / ଶିକ୍ଷା / ଭୁବନ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷକ ଙ୍କ ଯୋଗଦାନ

ଭୁବନ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷକ ଙ୍କ ଯୋଗଦାନ

ଭୁବନ ୦୮/୦୯/୨୦୨୧(ଓଡ଼ିଶା ସମାଚାର)- ଭୁବନ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକ ଭାବେ ପ୍ରତାପ ଶତପଥି ଯୋଗଦାନ କରିଛନ୍ତି । ମୋ ସ୍କୁଲ ଆବାହକ ଶୁଭେନ୍ଦୁ ସାହୁ , ସଭାପତି ପ୍ରଭାସ କୁମାର ସେନାପତି.ସଭ୍ୟ ଜୟଗୁରୁ ପାତ୍ର,ପିଟିଏ ସଭାପତି ମନୋଜ କୁମାର ପୋଥାଳ,ଶିକ୍ଷକ ଦିଲ୍ଲୀପ ତ୍ରିପାଠୀ ପ୍ରମୁଖ ନୂତନ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଶତପଥି ଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ । ଓଡ଼ିଶା ସମାଚାର

About admin

Check Also

ମଠକରଗୋଳା ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ – ୬୫ ୟୁନିଟ ରକ୍ତ ସଂଗ୍ରହ

ଭୁବନ,୨୫/୦୯/୨୦୨୧(ଓଡ଼ିଶା ସମାଚାର)- ଭୁବନ ବ୍ଲକ ଅନ୍ତର୍ଗତ ମଠକରଗୋଳା ମହାବିଦ୍ୟାଳୟରେ ଜାତୀୟସେବ ।ଯୋଜନା,ୟୁଥ ରେଡକ୍ରସ,ବଏଜ ସ୍କାଉଟ ଗାଇଡ ତଥା ଆଭ୍ୟନ୍ତରୀଣ ଗୁଣବତା …

Leave a Reply

Your email address will not be published. Required fields are marked *