Tuesday , August 16 2022
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୦୯/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଗୁରୁବାର ୧୪ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ  ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୬ଜଣ, ମହାକାଳପଡା ବ୍ଲକରେ ୨ଜଣ ଓ କେନ୍ଦ୍ରାପଡା ପୈାରାଳରେ ୪ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।ଓଡ଼ିଶା ସମାଚାର

About admin

Check Also

ଦେଶରେ ପ୍ରଥମ : ନବଦମ୍ପତି ଗିଫ୍ଟ ଯୋଜନା ସେପ୍ଟେମ୍ବରରୁ ଆରମ୍ଭ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ଓଡ଼ିଶାରେ ନୂଆ ବିବାହ କରିବାକୁ ଯାଉଥିବା ଯୋଡ଼ିଙ୍କୁ ନବଦମ୍ପତି ବିବାହ ଉପହାର ପ୍ରଦାନ କରାଯିବ। ସ୍ୱାସ୍ଥ୍ୟ ବିଭାଗର …

Leave a Reply

Your email address will not be published.