Friday , September 29 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୧୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୧୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୦/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୧୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି, ଡ଼େରାବିଶି,ମାର୍ଶାଘାଇ ଓ ରାଜନଗର ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ ଗରଦପୁର, କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ ଜଣ ଲେଖା , ମହାକାଳପଡ଼ା ବ୍ଲକ୍ ରେ ୫ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଏହିପରି ମୋଟ ୧୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *