Thursday , September 29 2022
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୧/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୮ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ ଓ ରାଜକନିକା ବ୍ଲକରେ ଜଣେ  କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.