Tuesday , September 28 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୩/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗରଦପୁର, ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୨ ଜଣ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୪ ଜଣ ଏହିପରି ମୋଟ୍ ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୫/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ …

Leave a Reply

Your email address will not be published. Required fields are marked *