Saturday , October 16 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୬/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୩ ଜଣ,ମାର୍ଶାଘାଇ, ପଟ୍ଟାମୁଣ୍ଡାଇ,ରାଜକନିକା ଓ ରାଜନଗର ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଏହିପରି ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୩/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର୧୦ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା …

Leave a Reply

Your email address will not be published. Required fields are marked *