Wednesday , October 20 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୭/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଡ଼େରାବିଶ,ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୫ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟି ରେ ଜଣେ ଏହିପରି ମୋଟ ୯ ଜଣ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୫ ଜଣ ଶିଶୁ ସଂକ୍ରମିତ – ୩ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *