Tuesday , October 19 2021
Home / ବିଶେଷ / ପୁରୀ ସ୍ବର୍ଗଦ୍ଵାର ଠାରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହକାରେ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ

ପୁରୀ ସ୍ବର୍ଗଦ୍ଵାର ଠାରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହକାରେ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ

ଭୁବନେଶ୍ୱର,୧୯/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି ଅପରାହ୍ନରେ ପୁରୀ ସ୍ବର୍ଗଦ୍ଵାର ଠାରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହକାରେ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶନିବାର ସନ୍ଧ୍ୟାରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏସ୍ସିବି ମେଡିକାଲ୍ କୁ ଅଣାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା । ଓଡ଼ିଶା ସମାଚାର

About admin

Check Also

ଓଡିଶା ଗୋ ପ୍ରେମୀ ସାମୁହିକ ସଙ୍ଗଠନ ଆଇନ ବିଭାଗର ଚତୁର୍ଥ ବାସ୍ତବ ବୈଠକ

ଭୁବନେଶ୍ୱର,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଗୋ ରକ୍ଷା ଆଇନ ବିଭାଗ ଏହାର ଚତୁର୍ଥ ବାସ୍ତବ ବୈଠକ ଗୁଗୁଲ୍ ମିଟ ମାଧ୍ୟମରେ ଆୟୋଜନ କରିଛି  …

Leave a Reply

Your email address will not be published. Required fields are marked *