Sunday , October 17 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୨୦/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗରଦପୁର ବ୍ଲକ୍ ରେ ଜଣେ ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୪ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୨ ଜଣ ଏହିପରି ମୋଟ ୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୫ ଜଣ ଶିଶୁ ଆକ୍ରାନ୍ତ – ୬ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *