Sunday , October 1 2023
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୧୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୧୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା,୨୧/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୧୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୁଚନା ଅନୁସାରେ ମହାକାଳପଡ଼ା ଓ ରାଜନଗର ବ୍ଲକ୍ ରେ ଜଣେ ଲେଖା,ମାର୍ଶଘାଇ ବ୍ଲକ୍ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୨ ଜଣ ଲେଖା ଓ କେନ୍ଦ୍ରାପଡ଼ା ବ୍ଲକ୍ ରେ ୪ ଜଣ ଏହିପରି ଜିଲାରେ ୧୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *