Saturday , October 16 2021
Breaking News
Home / ବିଶେଷ / ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍ ଖୋଲା

ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍ ଖୋଲା

ସମ୍ବଲପୁର ୨୧/୦୯/୨୦୨୧(ଓଡ଼ିଶା ସମାଚାର)- ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବାବେଳେ ବର୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୯.୫୮ ଫୁଟ ରେ ପହଂଚିଛି । ଏହାକୁ ଆଖି ଆଗରେ ରଖି ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ଖୋଲିଲା । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସିତ ହଉଛିଛି । ବାମ ପାର୍ଶ୍ବରେ ୯ ଏବଂ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୮୬ହଜାର ୨୭୯ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୨ଲକ୍ଷ ୧୬ହଜାର ୭୯୪ କ୍ୟୁସେକ ଜଳ ନିସ୍କାସିତ ହେଉଛି । ଓଡ଼ିଶା ସମାଚାର

About admin

Check Also

କଳାହାଣ୍ଡି ଜିଲା ରେ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଧେଶ୍ୱ ରେ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ

କଳାହାଣ୍ଡି ,୧୫/୧୦/ ୨୦୨୧ (ଓଡିଶା ସମାଚାର /ସଂଜୟ ସିଂହ) – ଜାତି ଆଧାରିତ ଜନଗଣନା, ତିନି ଗୋଟି କୃଷି ଆଇନ୍ …

Leave a Reply

Your email address will not be published. Required fields are marked *