Friday , August 19 2022
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୬କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୬କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୨/୦୯/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର ୬ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ କେନ୍ଦ୍ରାପଡା   ବ୍ଲକରେ ୪ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ମହାକାଳପଡା ବ୍ଲକରେ ଜଣେ, ମାର୍ଶାଘାଇ ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

୧୧୪ ଜଣ ଶିଶୁ ଙ୍କ ସମେତ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା …

Leave a Reply

Your email address will not be published.