Tuesday , May 30 2023
Breaking News
Home / ବିଶେଷ / ଡିଆରଡିଏର ପ୍ରକଳ୍ପ ନିର୍ଦେଶକ ଭାବେ ଯୋଗଦେଲେ ରାଜେନ୍ଦ୍ର ପଣ୍ଡା

ଡିଆରଡିଏର ପ୍ରକଳ୍ପ ନିର୍ଦେଶକ ଭାବେ ଯୋଗଦେଲେ ରାଜେନ୍ଦ୍ର ପଣ୍ଡା

 

କେନ୍ଦ୍ରାପଡ଼ା, ୨୨/୦୯/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦେଶକ ଭାବେ ରାଜେନ୍ଦ୍ର କୁମାର ପଣ୍ଡା ଯୋଗଦେଇଛନ୍ତି । ଶ୍ରୀ ପଣ୍ଡା ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ(ପ୍ରଶାସନ) ଭାବେ କାର୍ଯ୍ୟରତ ଥିଲେ । ଏଠାରେ ଥିବା ପ୍ରକଳ୍ପ ନିର୍ଦେଶକ ଦିଲ୍ଲିପ କୁମାର ପରିଡାଙ୍କ ଏଠାରୁ ବଦଳି ହୋଇଯାଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.