Friday , August 12 2022
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୩କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୫/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୩ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ମହାକାଳପଡା   ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ରାଜକନିକା ବ୍ଲକରେ ୨ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଜାତୀୟସ୍ତରୀୟ   ରିୟୁମାଟୋଲୋଜି ସମ୍ମିଳନୀ-୨୦୨୨

ଭୁବନେଶ୍ୱର,୧୧/୦୮/୨୦୨୨(ଓଡ଼ିଶା ସମାଚାର)-ଗଣ୍ଠିବାତ ରୋଗ ବା ମାଟିଜିମ୍ କେ କେବଳ ଗଣ୍ଠିକୁ ପ୍ରଭାବିତ କରିନଥାଏ। ସବୁ ସମୟରେ ଏଥିରେ ଅନ୍ୟ ଅଂଶ …

Leave a Reply

Your email address will not be published.