Saturday , June 3 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୧୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୧୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡ଼ା,୨୬/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୧୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଡ଼େରାବିଶି ବ୍ଲକ୍ ରେ ୩ ଜଣ,ମାର୍ଶାଘାଇ ଓ ରାଜନଗର ବ୍ଲକ୍ ରେ ୨ ଜଣଲେଖା , ମହାକାଳପଡ଼ା ଓ ରାଜକନିବା ବ୍ଲକ୍ ରେ ଜଣେଲେଖା ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଚିହ୍ନଟ ହୋଇଛନ୍ତି । ଏହିପରି ୧୨ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.