Wednesday , October 20 2021
Breaking News
Home / ତାଜା ଖବର / ତାଳଦଣ୍ଡା କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ତାଳଦଣ୍ଡା କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

କଟକ, ୨୬/୦୯/୨୦୨୧(ଓଡ଼ିଶା ସମାଚାର/ଦେବାଶିଷ ରଥ)- ଆଜି ତାଳଦଣ୍ଡା କେନାଲରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଯୁବତୀ ଜଣକ କାଫଲା ବଜାର ଅଂଚଳର ବୋଲି ଲୋକେ କହୁଥିଲେ ମଧ୍ୟ ପ୍ରକୃତ ପରିଚୟ ମିଳିନାହିଁ । ଖବର ପାଇ ମାଲଗୋଦାମ ଥାନା ପୋଲିସ ପହଂଚିଲା । ଓଡ଼ିଶା ସମାଚାର

About admin

Check Also

ଷ୍ପଷ୍ଟ ଦିବାଲୋକ ରେ ବନ୍ଧୁକ ଦେଖାଇ ଉତ୍କର୍ଷ ସ୍ମଲ ଫାଇନାନସ ବ୍ୟାଙ୍କ ରୁ ଲୁଟ

ସାଲେପୁର,୧୮/୧୦/୨୦୨୧(ଓଡିଶା ସମାଚାର/ ଅଭୟ ଜେନା) – ଦିନ ଦୁଇ ପ୍ରହରରରେ କଟକ ଜିଲ୍ଲା ସାଲେପୁର ମାଛୁଆତି ବଜାର ନିକଟ ଏକ …

Leave a Reply

Your email address will not be published. Required fields are marked *