Wednesday , October 20 2021
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୨୮/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗରଦପୁର, ରାଜନଗର,ମାର୍ଶାଘାଇ ଓ କେନ୍ଦ୍ରାପଡ଼ା ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ୨ ଜଣ ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୪ ଜଣ ଏହିପରି ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତକାଲି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୫ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା ୧୮/୧୦/୨୦୨୧(ଓଡ଼ିଶା ସମାଚାର)- ଗତକାଲି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୫ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା …

Leave a Reply

Your email address will not be published. Required fields are marked *