Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୨୯/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୨ ଜଣ ଚିହ୍ନଟ ହୋଇଥିବାବେଳେ ମାର୍ଶାଘାଇ ବ୍ଲକ୍ ଓ କେନ୍ଦ୍ରାପଡ଼ା ମୁନିସିପାଲଟିରେ  ଜଣେ ଲେଖା ଏହିପରି ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *