କେନ୍ଦ୍ରାପଡ଼ା,୩୦/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ ଡ଼େରାବିଶି ଓ ମହାକାଳପଡ଼ା ବ୍ଲକ୍ ରେ ୨ ଜଣ ଲେଖା ଏହିପରି ମୋଟ୍ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର
