Friday , August 19 2022
Breaking News
Home / ସ୍ୱାସ୍ଥ୍ୟ / ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୧/୧୦/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂୁନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଡ଼େରାବିଶି ଓ ଗରଦପୁର ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଆଜି ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

୧୧୪ ଜଣ ଶିଶୁ ଙ୍କ ସମେତ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୮/୨୦୨୨(ଓଡ଼ିଶା ସମାଚାର)- ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା …

Leave a Reply

Your email address will not be published.