କେନ୍ଦ୍ରାପଡ଼ା,୦୧/୧୦/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂୁନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଡ଼େରାବିଶି ଓ ଗରଦପୁର ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଆଜି ଜିଲାରେ ମାତ୍ର ୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର
