କେନ୍ଦ୍ରାପଡ଼ା,୦୨/୧୦/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଡ଼େରାବିଶି, କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକ୍ ରେ ଜଣେ ଲେଖା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର
