Friday , September 29 2023
Breaking News
Home / ବିଶେଷ / ବାଲୁଙ୍କେଶ୍ୱର ନୋଡାଲ ବିଦ୍ୟାପୀଠ ଦେଉଳିରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ବାଲୁଙ୍କେଶ୍ୱର ନୋଡାଲ ବିଦ୍ୟାପୀଠ ଦେଉଳିରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

କଟକ, ୦୩/୧୦/୨୦୨୧(ଓଡ଼ିଶା ସମାଚାର) – କଟକ ସଦର ବ୍ଲକ ବୟାଳିଶମୌଜା ଉପକଣ୍ଠ ବାଲୁଙ୍କେଶ୍ୱର ନୋଡାଲ ବିଦ୍ୟାପୀଠ ଦେଉଳି ପକ୍ଷରୁ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ ହେଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁଲୋଚନା ଦାଶଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ବିଦ୍ୟାପୀଠର ଶିକ୍ଷକ ଶିକ୍ଷୟତ୍ରୀ ବୃନ୍ଦ,ଛାତ୍ରଛାତ୍ରୀ ଉପସ୍ଥିତି ରହି ମହାପୁରୁଷଙ୍କ ସ୍ମୃତି ଚାରଣ କରିଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *