Wednesday , May 31 2023
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୦୯/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ଶନିବାର ୧୪ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଗରଦପୁର ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ୨ଜଣ, ମାର୍ଶାଘାଇ ବ୍ଲକରେ ୫ଜଣ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ  ଓ କେନ୍ଦ୍ରାପଡା ପୌରାଂଚଳରେ  ଜଣେ  କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.