Monday , January 17 2022
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୦କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୩/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ବୁଧବାର୧୦ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଡେରାବିଶ ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ  ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୨ଜଣ, ମହାକାଳପଡା ବ୍ଲକରେ ଜଣେ, କେନ୍ଦ୍ରାପଡା ପୌରାଂଚଳରେ  ୪ଜଣ ଓ ଅନ୍ୟ ଜିଲ୍ଲାର ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଓଡ଼ିଶା ରେ ଆଉ ୩୨ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି

ଭୁବନେଶ୍ୱର, ୧୫/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଆଉ ୩୨ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। …

Leave a Reply

Your email address will not be published. Required fields are marked *