Wednesday , December 8 2021
Home / ବିଶେଷ / ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୧୦/୨୦୨୧(ଓଡ଼ିଶା ସମାଚାର)-ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ହେଲେ କୋଭିଡ଼ କୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳିବେ ନାହିଁ ବୋଲି ନିଷ୍ପତି ନେଇଚନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ବାସୀଙ୍କ ଶୁଭେଛା ଓ ଆଶିର୍ବାଦ ପାଇଁ ସେ ଋଣି । ଏହି ଅବସରରେ କେହି ନବୀନ ନିବାସକୁ ନଆସିବାକୁ ନିବେଦନ କରିଛନ୍ତି । ଏଥି ସହିତ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ୟ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।ଓଡ଼ିଶା ସମାଚାର

About admin

Check Also

ସଙ୍କଟରେ କଳାହାଣ୍ଡି ର ଧଳାସୁନା  

ଜୁନାଗଡ଼, ୦୭/୧୨/୨୦୨୧(ଓଡ଼ିଶା ସମାଚାର / ରାକେଶ ବେମାଲ)- ବାତ୍ୟା ଜୱାଦ କେବଳ ଉପକୂଳ ଓଡ଼ିଶା ନୁହେଁ କଳାହାଣ୍ଡି ଜିଲ୍ଲାରେ ମଧ୍ୟ …

Leave a Reply

Your email address will not be published. Required fields are marked *