Monday , December 6 2021
Breaking News
Home / ବିଶେଷ / ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ସହଯୋଗୀ ଘରେ ଭିଜିଲାନ୍ସ ଚଢାଉ

ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ସହଯୋଗୀ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର ୧୭/୧୦/୨୦୨୧(ଓଡ଼ିଶା ସମାଚାର)- ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଛି । ଏଥି ସହିତ ତାଙ୍କ ସହଯୋଗୀ , ବନ୍ଧୁ , ଘନିଷ୍ଠ ସମ୍ପର୍କୀୟ ଙ୍କ ସମେତ ୧୫ ଜଣଙ୍କ ଘର ଉପରେ ଏକ କାଳିନ ଚଢାଉ ଚାଲିଛି । ଜଣେ ଏସପି ୨ ଜଣ ଅତିରିକ୍ତ ଏସ ପି ଓ ୧୭ ଜଣ ଡିଏସପି ତଦନ୍ତ କରୁଛନ୍ତି । ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘନିଷ୍ଠ ବୋଲି କୁହାଯାଉଥିବା ସର୍ବେଶ୍ୱର ରାଓଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ଚାଲିଥିବା ଖବର ମିଳିଛି। ଓଡ଼ିଶା ସମାଚାର

About admin

Check Also

ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ରୁ କୋଟିଏ ଟଙ୍କାର ସୁନା ଗହଣା ଓ ନଗଦ ଟଙ୍କା ଲୁଟ ଅଭିଯୋଗ

ଭୁବନେଶ୍ୱର,୦୫/୧୨/୨୦୨୧ (ଓଡ଼ିଶା ସମାଚାର)-ଗତକାଲି ବିଳମ୍ବିତ ରାତିରେ ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ର ଗ୍ରୀଲ ଓ …

Leave a Reply

Your email address will not be published. Required fields are marked *