Saturday , August 20 2022
Breaking News
Home / ସ୍ୱାସ୍ଥ୍ୟ / ଗତକାଲି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୫ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଗତକାଲି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୫ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା ୧୮/୧୦/୨୦୨୧(ଓଡ଼ିଶା ସମାଚାର)- ଗତକାଲି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୫ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୭ ଜଣ,ମାର୍ଶାଘାଇ ବ୍ଲକ୍ ରେ ୩ ଜଣ, ପଟ୍ଟାମୁଣ୍ଡାଇ, ରାଜକନିକା ଓ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ଜଣେ ଲେଖା , ଏହିପରି ମୋଟ୍ ୧୫ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ପୁଣି ଜଣେ ରୋଗୀଙ୍କର ମୃତ୍ୟୁ

ଢେଙ୍କାନାଳ,୧୮/୦୮/୨୦୨୨(ଓଡ଼ିଶା ସମାଚାର)- ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ପୁଣି ଜଣେ ରୋଗୀର ମୃତ୍ୟୁ । …

Leave a Reply

Your email address will not be published.