Saturday , August 20 2022
Breaking News
Home / ଶିକ୍ଷା / ମହିଳା ମହାବିଦ୍ୟାଳୟରେ ଏନସିସି ତରଫରୁ ସ୍ୱଚ୍ଛଭାରତ ଅଭିଯାନ

ମହିଳା ମହାବିଦ୍ୟାଳୟରେ ଏନସିସି ତରଫରୁ ସ୍ୱଚ୍ଛଭାରତ ଅଭିଯାନ

 

ଭୁବନ ୧୯/୧୦/୨୦୨୧(ଓଡ଼ିଶା ସମାଚାର)- ଭୁବନ ମହିଳା ମହାବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ତରଫରୁ ସ୍ୱଚ୍ଛତା ଅଭିଯାନ ଅନୁଷ୍ଟିତ ହୋଇଯାଇଛି । ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଙ୍କ ନିର୍ଦ୍ଧେଶରେ ଏନସିସି ଅଫିସର ଲେଫ୍ଟନାଣ୍ଟ ପ୍ରମିଳା କୁମାରୀ ଦସ ଓ ସହଯୋଗୀ ଶାନ୍ତନୁ ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କ୍ୟାଡେଡ ମାନେ ମହାବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟ କରିଥିଲେ । ଅଧ୍ୟକ୍ଷ ଶ୍ରୀମାନ ଦାସ କ୍ୟାଡେଡ ମାନଙ୍କ ଏତାଦୃଶ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶା ସମାଚାର

About admin

Check Also

କଲେଜ ବାଣିଜ୍ୟ ବିଭାଗର ଟପ୍ପର ଶକ୍ତିମୟୀ ଚାଟାର୍ଡ ଆକାଉଂଟାଂଟ ହେବେ

କେନ୍ଦ୍ରାପଡା, ୧୩/୦୮/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ବାଣିଜ୍ୟ ବିଭାଗ ସମ୍ମାନର ଛାତ୍ରୀ ଶକ୍ତିମୟୀ ପ୍ରଧାନ …

Leave a Reply

Your email address will not be published.