Monday , December 6 2021
Breaking News
Home / ରାଜନୀତି / କଂଗ୍ରେସର ବରିଷ୍ଠ ନେତା ପ୍ରଦୀପ ମାଝି ଦଳ ଛାଡ଼ିଲେ

କଂଗ୍ରେସର ବରିଷ୍ଠ ନେତା ପ୍ରଦୀପ ମାଝି ଦଳ ଛାଡ଼ିଲେ

ଭୁବନେଶ୍ୱର,୨୨/୧୦/୨୦୨୧(ଓଡ଼ିଶା ସମାଚାର)- କଂଗ୍ରେସର ବରିଷ୍ଠ ନେତା ପ୍ରଦୀପ ମାଝି କଂଗ୍ରେସର ପ୍ରାଥମିକତା ପଦରୁ ଇସ୍ତଫା ଦେଇଛନ୍ତି । ଶ୍ରୀ ମାଝି ନିଜର ଇସ୍ତଫା ପତ୍ର କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧିଙ୍କ ପାଖକୁ ପଠାଇଛନ୍ତି । ଗତ କିଛି ଦିନ ତଳେ ସେ ବିଜେଡିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା । ଏହାକୁ ନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଥିଲା ।
ଏବେ ସବୁ କଳ୍ପନାଜଳ୍ପନା ର ପୂର୍ଣ୍ଣଛେଦ ପଡିଛି । ସେ ବିଦ୍ଧିବଧ ଭାବେ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତେବେ ସେ ବିଜେଡିରେ ମିଶିବେ କି ନାହିଁ ସେନେଇ କୌଣସି ସୂଚନା ନାହିଁ । ଓଡ଼ିଶା ସମାଚାର

About admin

Check Also

ବିବାଦରେ ପାରାଦୀପ ବିଜେପି ସଙ୍ଗଠନ- ଜିଲ୍ଲା ଉପସଭାପତିଙ୍କୁ ଆକ୍ରମଣ, ଥାନାରେ ମାମଲା

ପାରଦୀପ , ୨୫/୧୧/୨୦୨୧(ଓଡ଼ିଶା ସମାଚାର)- ପାରାଦୀପର ଅଟଳ ବିହାରୀ ବାଜପେୟୀ ଟ୍ରଷ୍ଟର ଅଧ୍ରକ୍ଷ ତଥା ଜିଲ୍ଲା ବିଜେପିର ଉପସଭାପତି ଅଜିତ …

Leave a Reply

Your email address will not be published. Required fields are marked *