Monday , November 29 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୮କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୪/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୮ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଗରଦପୁର ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୪ଜଣ, ମହାକାଳପଡା ବ୍ଲକରେ ୨ଜଣ ଓ ମାର୍ଶାଘାଇ ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ

କରଞ୍ଜିଆ ୨୭/୧୧/୨୦୨୧(ଓଡ଼ିଶା ସମାଚାର)- ପ୍ରଥମେ ଭିମସାର , ତାପରେ ସୁନ୍ଦରଗଡର ଏକ ଆବାସିକ ବାଳିକା ବିଦ୍ୟାଳୟ ପରେ ଏବେ ମୟୁରଭଞ୍ଜ …

Leave a Reply

Your email address will not be published. Required fields are marked *