କେନ୍ଦ୍ରାପଡ଼ା, ୨୪/୧୦/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୮ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଗରଦପୁର ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ କେନ୍ଦ୍ରାପଡା ବ୍ଲକରେ ୪ଜଣ, ମହାକାଳପଡା ବ୍ଲକରେ ୨ଜଣ ଓ ମାର୍ଶାଘାଇ ବ୍ଲକରେ ଜଣେ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର
