Saturday , August 13 2022
Breaking News
Home / ବିଶେଷ / ସମାଜସେବୀ ଦାମୋଦର ସାମଲଙ୍କ ପରଲୋକ

ସମାଜସେବୀ ଦାମୋଦର ସାମଲଙ୍କ ପରଲୋକ

କେନ୍ଦ୍ରାପଡ଼ା, ୨୫/୧୦/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଂଚାୟତର ଭରତପୁର(ହରିଡାଦଣ୍ଡା) ଗ୍ରାମର ସମାଜସେବୀ ଦାମୋଦର ସାମଲଙ୍କ ୮୧ବର୍ଷ ବୟସରେ ଲିଭର ଜଣ୍ଡିସ ରୋଗରେ ପରଲୋକ ହୋଇଯାଇଛି । ସେ ଜଣେ ପରୋପକାରୀ, ବନ୍ଧୁବତ୍ସଳ ଓ ଆମାୟିକ ବ୍ୟକ୍ତି ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଛି । ଗ୍ରାମ୍ୟ ଶ୍ମ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ସରପଂଚ ଜୀନତପ୍ରିୟଦର୍ଶିନୀ ରାଉତ, ପୂର୍ବତନ ସରପଂଚ ଚିତରଞ୍ଜନ ଦାସ, ରାଜକିଶୋର ମହାନ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।  ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.