Monday , December 6 2021
Breaking News
Home / ଶିକ୍ଷା /  ମହିଳା ମହାବିଦ୍ୟାଳୟ ଏନସିସି ତରଫରୁ ସ୍ୱଚ୍ଛଭାରତ କାର୍ଯ୍ୟକ୍ରମ

 ମହିଳା ମହାବିଦ୍ୟାଳୟ ଏନସିସି ତରଫରୁ ସ୍ୱଚ୍ଛଭାରତ କାର୍ଯ୍ୟକ୍ରମ

ଭୁବନ,୩୧/୧୦/୨୦୨୧(ଓଡ଼ିଶା ସମାଚାର)-ଭୁବନ ମହିଳା ମହାବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ(ଏନସିସି )ତରଫରୁ ସ୍ୱଚ୍ଛଭାରତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ପ୍ରୋଗ୍ରାମ  ଅଫିସର ପ୍ରମିଳା ଦାସ ଙ୍କ ପରିଚାଳନାରେ ମହାବିଦ୍ୟାଳୟର ଏନସିସି କ୍ୟାଡେଟ ମାନେ  ପ୍ରଥମେ କଲେଜ  ପରିସର ଓ ପରେ କାଳୀବଜାର ସ୍ଥିତ ସହିଦ ବାଜିରାଉତଙ୍କ ପ୍ରତିମୂର୍ତୀ ସଫେଇ କାର୍ଯ୍ୟ କରିଥିଲେ । ଅଧ୍ୟକ୍ଷ ଶ୍ରୀମାନ ଦାସ କ୍ୟାଡେଡ ମାନଙ୍କ ଏତାଦୃଶ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ବାଜିରାଉତ କଲେଜରେ ବିଶାଳ ରକ୍ତଦାନ ଶିବିର –  ୧୦୦ ୟୁନିଟ ରକ୍ତ ସଂଗୃହୀତ

ଭୁବନ,୦୩/୧୨/୨୦୨୧(ଓଡ଼ିଶା ସମାଚାର)- ଭୁବନ  ବାଜିରାଉତ ସ୍ମୃତି ମହାବିଦ୍ୟାଳୟରେ ‘ମୋ କଲେଜ ଅଭିଯାନ’ ଆନୁକୂଲ୍ୟରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି …

Leave a Reply

Your email address will not be published. Required fields are marked *