Thursday , December 2 2021
Breaking News
Home / ଶିକ୍ଷା / ଦୀପାବଳି ପରେ ସ୍କୁଲ ଖୋଲିବ: ଗଣଶିକ୍ଷା ମନ୍ତ୍ରୀ

ଦୀପାବଳି ପରେ ସ୍କୁଲ ଖୋଲିବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୦୧/୧୧/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ମହାମାରୀ ପାଇଁ ସବୁକିଛି ବନ୍ଦ । ଧିରେ ଧିରେ ସ୍ଥିତି ସ୍ୱ୍ୱାଭାବିକ ଆଡକୁ ଆସୁଛି । ତେବେ ଦୀପାବଳି ପରେ ରାଜ୍ୟରେ ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସା ସ୍କୁଲ ଖୋଲିବା ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ  । ସେ କହିଛନ୍ତି, ଦୀପାବଳି ପରେ ସରକାର ଏସମ୍ପର୍କରେ ନିଷ୍ପତି ନେବେ । ଏକକାଳୀନ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ୍ ହେବନି  । କରୋନା କାୟା ପରଠୁ ଦୁଇ ବର୍ଷ ହେବ ରାଜ୍ୟରେ ବନ୍ଦ ରହିଥିଲା ସ୍କୁଲ  । ଓଡ଼ିଶା ସମାଚାର

About admin

Check Also

ବିଜୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡ଼ସ୍ ଦିବସ ପାଳିତ

ଗରଦପୁର, ୦୧/୧୨/୨୦୨୧(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡ଼ା ଠାରେ ପ୍ରତିଷ୍ଠିତ ବିଜୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡ଼ସ୍ …

Leave a Reply

Your email address will not be published. Required fields are marked *