Saturday , August 20 2022
Breaking News
Home / ଶିକ୍ଷା / ବାଜିରାଉତ କଲେଜ ରେ ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ

ବାଜିରାଉତ କଲେଜ ରେ ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ

ଭୁବନ,୦୩/୧୧/୨୦୨୧(ଓଡ଼ିଶା ସମାଚାର)- ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ରେ ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ କୁମାର ବେହେରା  ଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ହିମାଂଶୁ ଶେଖର ମିଶ୍ର,ଅନିଲ କୁମାର ଧିର,ସୁବାସ ଚନ୍ଦ୍ର ପତି,ବାସୁଦେବ ସାହୁ,ଅଲେଖ ଚନ୍ଦ୍ର ପାତ୍ର ଙ୍କ ସମେତ ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ବେହେରା.ଗ୍ରନ୍ଥାଗାରିକ ନନ୍ଦକିଶୋର ଧୀର ପ୍ରମୁଖ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହି ଦୁର୍ନୀତି ବିରୋଧି ଅଭିଭାଷଣ ପ୍ରଦାନ କରିବା ସହ ଦୁର୍ନୀତି ନକରିବାକୁ ଛାତ୍ରଛାତ୍ରୀଙ୍କୁ ଶପଥ କରାଇଥିଲେ । ଓଡ଼ିଶା ସମାଚାର

About admin

Check Also

କଲେଜ ବାଣିଜ୍ୟ ବିଭାଗର ଟପ୍ପର ଶକ୍ତିମୟୀ ଚାଟାର୍ଡ ଆକାଉଂଟାଂଟ ହେବେ

କେନ୍ଦ୍ରାପଡା, ୧୩/୦୮/୨୦୨୨(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ବାଣିଜ୍ୟ ବିଭାଗ ସମ୍ମାନର ଛାତ୍ରୀ ଶକ୍ତିମୟୀ ପ୍ରଧାନ …

Leave a Reply

Your email address will not be published.