Saturday , August 13 2022
Breaking News
Home / ବିଶେଷ / ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ କରୋନା ସଂକ୍ରମିତ

ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ କରୋନା ସଂକ୍ରମିତ

ଭୁବନେଶ୍ୱର ,୧୭/୧୧/୨୦୨୧(ଓଡ଼ିଶା ସମାଚାର)- ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ କରୋନା ସଂକ୍ରମିତ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ଚିହ୍ନଟ ହେବା ପରେ ଶ୍ରୀ ହରିଚନ୍ଦନ ଙ୍କୁ ହସପିଟାଲ ରେ ଭର୍ତି କରାଯାଇଛି । ବର୍ତମାନ ସେ ହସପିଟାଲ ରେ ଚିକିତ୍ସାଧୀନ ଅଛନ୍ତି ।
ଶ୍ରୀ ହରିଚନ୍ଦନ କରୋନା ସଂକ୍ରମିତ ହୋଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.